• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 18 Dec to 24 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

Scorpio

ବିଛା

Monday 18 Dec 2023

ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ । ବନ୍ଧୁଙ୍କ ସାହାଯ୍ୟରେ କାର୍ଯ୍ୟ ସମ୍ପାଦନ କରିବେ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ଅଧ୍ୟୟନ, ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମାନ ଖୁସି ରହିବ । ରାଜନୀତିରେ ସ୍ୱନାମ ଅର୍ଜନ କରି ପାରିବେ ।

ପ୍ରତିକାର- ହନୁମାନଙ୍କ ମନ୍ଦିରରେ ପେଡା ଭୋଗ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :