• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 18 Dec to 24 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।

Sagittarius

ଧନୁ

Monday 18 Dec 2023

ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ । ବନ୍ଧୁଙ୍କ ସାହାଯ୍ୟ ପାଇ ଅନୁଷ୍ଠାନିକ କାମ ହାସଲ କରିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । କାର୍ଯ୍ୟରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ହେବ । ଅଧା ଥିବା କାର୍ଯ୍ୟ ପୂରଣ ହୋଇଯିବ । ସମାଜ ସେବାରେ ପ୍ରଶଂସିତ ହେବେ । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇବାରେ ।

ପ୍ରତିକାର- ମା’ ତାରାଙ୍କର ଯନ୍ତ୍ରିକା ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :