ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି ।
ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦିପନାର ସହ ଯାତ୍ରା, ବନ୍ଧୁମିଳନଜନିତ ଦିନଟି ଉପଭୋଗ୍ୟ ରହିବ । ସମାଜସେବା କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି । ରାଜନୀତି କ୍ଷେତ୍ରରେ ଯେତେ ଅଧିକ ଲାଭ ହେବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଆପଣଙ୍କ ପାଇଁ ମଙ୍ଗଳମୟ ହେବ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।
ପ୍ରତିକାର- ମଙ୍ଗଳଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯