• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୮ରୁ ମାର୍ଚ୍ଚ ୨୪ ୨୦୨୪: ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଏହି ସପ୍ତାହରେ ସଂପୂର୍ଣ୍ଣ କରିବେ ।

Taurus

ବୃଷ

Monday 18 Mar 2024

ଯେ କୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା, ପିଲାଙ୍କ ସମସ୍ୟା ନେଇ ବ୍ୟସ୍ତତା ବଢିପାରେ । ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ । ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବା ଫଳରେ ସମସ୍ତ ବାଧାବିଘ୍ନ ଦୂରେଇ ଯାଇ ଯଶ ମାନ ସମ୍ମାନ ମିଳିବ । ବନ୍ଧୁ ମିତ୍ରଙ୍କ ଦ୍ୱାରା ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବା ଫଳରେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ କରିବେ । ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ । ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇ ପାରନ୍ତି ।

ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :