• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୮ରୁ ମାର୍ଚ୍ଚ ୨୪ ୨୦୨୪: ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଏହି ସପ୍ତାହରେ ସଂପୂର୍ଣ୍ଣ କରିବେ ।

Aquarius

କୁମ୍ଭ

Monday 18 Mar 2024

ଅନେକ କାର୍ଯ୍ୟ ସହଜରେ ହାସଲ କରିପାରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ସାଧାରଣ ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଆଶା ଅନୁଯାୟୀ ସଫଳତା ପାଇପାରିବେ। ଆନୁଷ୍ଠାନିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ଅଭିଳାଷ ପୂରଣରେ ଅର୍ଥ ପ୍ରତିବନ୍ଧକ ସାଜିବାର ଆଶଙ୍କା ରହିଛି। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ପାଇବ ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :