• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୮ରୁ ମାର୍ଚ୍ଚ ୨୪ ୨୦୨୪: ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଏହି ସପ୍ତାହରେ ସଂପୂର୍ଣ୍ଣ କରିବେ ।

Pisces

ମୀନ

Monday 18 Mar 2024

ପରିବାରରେ କୌଣସି ଏକ ସାଧାରଣ ଘଟଣାକୁ ନେଇ ଦ୍ୱନ୍ଦରେ ପଡିପାରନ୍ତି । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣସହଯୋଗ କରିବା ଫଳରେ ଲୋକ ପ୍ରିୟତା ହାସଲ କରିବେ । ପ୍ରେମ କ୍ଷେତ୍ରରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାର୍ଯ୍ୟ କରିବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :