• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୮ରୁ ମାର୍ଚ୍ଚ ୨୪ ୨୦୨୪: ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଏହି ସପ୍ତାହରେ ସଂପୂର୍ଣ୍ଣ କରିବେ ।

Gemini

ମିଥୁନ

Monday 18 Mar 2024

କୌଣସି ନୂଆ କାମ ଆରମ୍ଭ କରିବାକୁ ମନ ବଳାଇବେ । ଦୂରସ୍ଥ ସନ୍ତାନଙ୍କ ସକାଶେ ମନ ଉଦ୍‌ବେଗ ରଗିବା ଫଳରେ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ । ଶିକ୍ଷା କ୍ଷେତ୍ରରେ ମନ ଲଗାଇବେ । ଧନ ସମ୍ପତ୍ତି ଉପରେ ଧ୍ୟାନ କେନ୍ଦ୍ରୀଭୂତ ହେବା ଫଳରେ ସମସ୍ତ ବାଧାବିଘ୍ନ ଦୂରେଇ ଯାଇ ଯଶ ମାନ ସମ୍ମାନ ମିଳିବ । ବନ୍ଧୁ ମିତ୍ରଙ୍କ ଦ୍ୱାରା ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପନ୍ନ ହୋଇ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବା ଫଳରେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ କରିବେ । ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ । ଅର୍ଥ ସମ୍ପର୍କକୁ ନେଇ ଭାତୃବିବାଦ ଦେଖାଦେବାର ସୂଚନା ରହିଛି ।

ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :