• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୮ରୁ ମାର୍ଚ୍ଚ ୨୪ ୨୦୨୪: ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଏହି ସପ୍ତାହରେ ସଂପୂର୍ଣ୍ଣ କରିବେ ।

Leo

ସିଂହ

Monday 18 Mar 2024

ସ୍ୱାସ୍ଥ୍ୟ ହାନି ସହ ପାରିବାରିକ ଅଶାନ୍ତିର ସମ୍ମୁଖୀନ ହେବେ । ମନରେ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିପାରନ୍ତି । କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ନୂତନ ଯୋଜନାରେ ସଫଳ ହେବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଫଳରେ ଦୂରଯାତ୍ରାର ସୁଯୋଗ ପାଇବା ସହ ଆଶାତୀତ ଲାଭ ମିଳିବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ । ସାଧାରଣ ଯୁକ୍ତି ତର୍କ ହେତୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବାର ସୂଚନା ରହିଛି ।

ପ୍ରତିକାର- ଗୁରୁଜନ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :