• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୮ରୁ ମାର୍ଚ୍ଚ ୨୪ ୨୦୨୪: ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଏହି ସପ୍ତାହରେ ସଂପୂର୍ଣ୍ଣ କରିବେ ।

Libra

ତୁଳା

Monday 18 Mar 2024

ପରିବାରରେ ପାରସ୍ପରିକ ସମନ୍ୱୟ ବୃଦ୍ଧି ହେବ ଓ ପାରିବାରିକ ସୁଖ ପ୍ରାପ୍ତି ହେବ । କଠିନ ପରିଶ୍ରମ କରିବା ଯୋଗୁଁ ଶାରିରୀକ ଅସୁସ୍ଥତା ଦେଖା ଦେଇ ପାରେ । ପ୍ରିୟଜନଙ୍କୁ ଅନ୍ଧଭାବରେ ବିଶ୍ୱାସ କଲେ ଧୋକା ଖାଇ ପାରନ୍ତି । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡ ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ । ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ଅଶାନ୍ତ ରହିପାରେ ।

ପ୍ରତିକାର- ଓଁ ହ୍ରୀଂ ଦୁଂ ଦୁର୍ଗାୟୈ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :