• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୮ରୁ ମାର୍ଚ୍ଚ ୨୪ ୨୦୨୪: ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଏହି ସପ୍ତାହରେ ସଂପୂର୍ଣ୍ଣ କରିବେ ।

Scorpio

ବିଛା

Monday 18 Mar 2024

ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅଫିସରେ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ଦୂର ଯାତ୍ରାର ସୁଯୋଗ ପାଇବେ ଓ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ ।

ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :