• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୮ରୁ ମାର୍ଚ୍ଚ ୨୪ ୨୦୨୪: ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଏହି ସପ୍ତାହରେ ଭୂମି କ୍ରୟର ସୁଯୋଗ ଆସିପାରେ । ଅନେକ ଦିନରୁ ବାକି ରହିଥିବା କାମକୁ ଏହି ସପ୍ତାହରେ ସଂପୂର୍ଣ୍ଣ କରିବେ ।

Sagittarius

ଧନୁ

Monday 18 Mar 2024

ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଭାଇ ଭଉଣୀମାନଙ୍କ ସହ ମନୋମାଜିନ୍ୟ ମେଣ୍ଟିଯିବା ଫଳରେ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେତୁ ମନ ଖୁସି ରହିବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବାସହ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ ।

ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :