• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୧୯ ରୁ ଜୁନ୍ ୨୫, ୨୦୨୩: ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Aries

ମେଷ

Monday 19 Jun 2023

ପଡୋଶିଙ୍କ ସହ ଚତୁରତାର ସହ କଥା କହି କାର‌୍ୟ୍ୟ ହାସଲ କରିବେ । ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ମନବଳ ଟାଣ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ପରିଶ୍ରମ ଅନୁସାରେ ଯଥେଷ୍ଟ ଲାଭ ପାଇବେ ।

ପ୍ରତିକାର- ନିଜର ସ୍ନାନ ଜଳରେ କିଛି ହେଙ୍ଗୁ ମିଶାଇ ସ୍ନାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :