• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୧୯ ରୁ ଜୁନ୍ ୨୫, ୨୦୨୩: ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Taurus

ବୃଷ

Monday 19 Jun 2023

ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତି ପାଇବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆପଣଙ୍କର ଧ୍ୟାନ ପରିବାର ଓ ପଇସା ଦିଗରେ ଲାଗିରହିବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ । ଆର୍ଥିକ ସ୍ଥିତିରେ ପୂର୍ବ ଅପେକ୍ଷା ଉନ୍ନତି ହେବ ।

ପ୍ରତିକାର- କୈାଣସି ଶୁକ୍ଲବର୍ଣ୍ଣ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :