• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୧୯ ରୁ ଜୁନ୍ ୨୫, ୨୦୨୩: ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Aquarius

କୁମ୍ଭ

Monday 19 Jun 2023

ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ । ରାଜନୀତି ଆଶା ଓ ଆକାଂକ୍ଷା ଭିତରେ କଟାଇବେ । ନିଜ କଥାରେ ସଞମତା ରଖି ନପାରିଲେ ଉପହାସିତ ହେବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଭୂମି କ୍ରୟର ସୁଯୋଗ ଆସିପାରେ । ମହିଳା ମାନେ ସୈଖିନ ଦ୍ରବ୍ୟ କ୍ରୟ କରିବେ ।

ପ୍ରତିକାର- ନିଜ ପାଖରେ ଲୁହାରେ ନିର୍ମିତ ଶନିଙ୍କର ଯନ୍ତ୍ରଟିଏ ରଖନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :