• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୧୯ ରୁ ଜୁନ୍ ୨୫, ୨୦୨୩: ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Scorpio

ବିଛା

Monday 19 Jun 2023

ଜିଦ୍ ପରିତ୍ୟାଗ ନକଲେ ମାନସିକ ଅଶାନ୍ତି ବଢିଚାଲିବ । ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ କଳ୍ପନାର ମଧୁର ସାଗରରେ ପହଁରି ପାରନ୍ତି । ପରିବହନ ଓ ଶିଳ୍ପରେ ସାମାନ୍ୟ ମାନ୍ଦା ହେବାର ଦେଖାଦେଇ ପାରେ । ପରିସ୍ଥିତି ଜଟିଳତା ମଧ୍ୟରେ ସମସ୍ତ କାର୍ଯ୍ୟ ବାଧାପ୍ରାପ୍ତି ହୋଇପାରେ । ମହିଳା ମାନେ ଚିନ୍ତାରେ ସମୟ ଅତିବାହିତ କରିବେ । ଛାତ୍ରଛାତ୍ରି ପଢାରେ ନିଜକୁ ଦୂରେଇ ରଖିବେ ।

ପ୍ରତିକାର - ଦକ୍ଷିଣ ମୁଖା ହୋଇ ଖଇର ଗଛର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :