• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଜୁନ୍‌ ୧୯ ରୁ ଜୁନ୍ ୨୫, ୨୦୨୩: ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ

ଏହି ସପ୍ତାହରେ ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।

Capricorn

ମକର

Monday 19 Jun 2023

ମୁଖ୍ୟ ଆୟକୁ ଛାଡି ଅନ୍ୟ ମାଧ୍ୟମରୁ ଅର୍ଥ ଉପାର୍ଜନ କରିବାର କୈାଶଳ ଆପଣେଇବେ । ଅନ୍ୟ ମନସ୍କ ଯୋଗୁ ଯାତ୍ରା ସମୟରେ ଦୁର୍ଘଟଣାର ଶିକାର ହୋଇପାରନ୍ତି । ଭାଗିଦାରି ବ୍ୟବସାୟରେ ପ୍ରଚୁର ଲାଭ ମିଳିପାରେ । ସବୁ ଜାଣିଥିଲେ ମଧ୍ୟ କାର୍ଯ୍ୟ ସଫଳତାରେ ବାଧା ସୃଷ୍ଟି ହୋଇପାରେ । ପ୍ରେମିକ, ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ ।

ପ୍ରତିକାର- ଇଷ୍ଟ ଦେବୀ ମା ଦକ୍ଷିଣ କାଳୀଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :