• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Taurus

ବୃଷ

Monday 01 Jan 2024

ମାନସିକ ଦୁଶ୍ଚିନ୍ତା ଓ ଶତ୍ରୁବଧା ଦୂରେଇ ଯିବ । ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।

ପ୍ରତିକାର- କୌଣସି ଦୃଷ୍ଟିବାଦିତ ଲୋକଙ୍କୁ ସାହାଯ୍ୟ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :