• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Aquarius

କୁମ୍ଭ

Monday 01 Jan 2024

ଶାରୀରିକ ସୁସ୍ଥତା ଦେଖା ଦେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବା ସହ ବୁଦ୍ଧିଜୀବୀ ମାନଙ୍କ ସାନ୍ୱିଧ୍ୟରେ ଆସିବେ ।

ପ୍ରତିକାର- ଶନିଦେବଙ୍କର ବୀଜମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :