• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Gemini

ମିଥୁନ

Monday 01 Jan 2024

ସ୍ୱାସ୍ଥ୍ୟ ଭଲ ରହିବା ସହ ମନ ପ୍ରସନ୍ନ ରହିବ । ପରିବାରରେ ଶାନ୍ତିରେ ସମୟ କାଟିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଆର୍ଥିକ କ୍ଷେତ୍ରରେ ଅନାଟନ ଦେଖାଦେଇପାରେ । କର୍ମକ୍ଷେତ୍ରରେ ଅଶାନ୍ତି ଉପୁଜିବ । ତେଣୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ପଡିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ଆନୁଷ୍ଠାନିକ କାମ ଓ ସଭାସମିତିରେ ସଫଳତା ହାସଲ କରିବେ ।

ପ୍ରତିକାର- ମା’ ତ୍ରିପୁରା ସୁନ୍ଦରୀଙ୍କର କବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :