• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Cancer

କର୍କଟ

Monday 01 Jan 2024

ପାରିବାରିକ ଜୀବନ ଆନନ୍ଦମୟ ହେବ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ଶତ୍ରୁପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଟା ଆରମ୍ଭ କରିପାରନ୍ତି । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ ।

ପ୍ରତିକାର- ପ୍ରତିଦିନ ନିଜ ମାତାଙ୍କର ପାଦ ଛୁଇଁ ପ୍ରଣାମ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :