• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Leo

ସିଂହ

Monday 01 Jan 2024

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଭଲ କାର୍ଯ୍ୟ କରି ପ୍ରଶଂସା ପାଇବେ । କେତେକ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

ପ୍ରତିକାର- ପ୍ରତିଦିନ ସୂର୍ଯ୍ୟଙ୍କୁ ଜଳ ଅର୍ପଣ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :