• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Virgo

କନ୍ୟା

Monday 01 Jan 2024

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପୁରାତନ ରୋଗର ଉପସମ ମିଳିବ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବା ସହ ଭାଇ ଭଉଣୀ ମାନଙ୍କ ସହ ଥିବା ମନୋ ମାଳିନ୍ୟ ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ରାଜନୀତି କ୍ଷେତ୍ରରେ ଯଶ ଓ ମାନ୍ୟତା ଅର୍ଜନ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ ।

ପ୍ରତିକାର- ବିଷ୍ଣୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :