• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Libra

ତୁଳା

Monday 01 Jan 2024

ସମାଜ ସେବା କରି ସ୍ୱନାମ ଅର୍ଜନ କରି ପାରିବେ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପଡୋଶୀ ବା କୁଟୁମ୍ବଙ୍କ ସହ ମାନମନାନ୍ତର ଥିଲେ କମିଯିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ଜାଗ୍ରତ ହେବ । ପଢିବା, ପଢେଇବା ମାମଲାର ଆଗକୁ ଗତି କରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ ।

ପ୍ରତିକାର- ଶୁକ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :