• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Scorpio

ବିଛା

Monday 01 Jan 2024

ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ରାଜନୀତିରେ ଜନ କଲ୍ୟାଣ କାର୍ଯ୍ୟ ଇଚ୍ଛା ଅନୁସାରେ ସମ୍ପର୍କ କରିବେ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖ ଚଳିବାରେ ବାଧା ଉପୁଜିବ ନାହିଁ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ ।

ପ୍ରତିକାର- ହନୁମାନଙ୍କ ମନ୍ଦିରରେ ପେଡା ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :