• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Sagittarius

ଧନୁ

Monday 01 Jan 2024

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ । ବ୍ୟବସାୟ କ୍ଷେତ୍ରରେ ଭଲ ରୋଜଗାର କରିପାରିବେ । ସ୍ୱାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଭାତୃ ବିବାଦ, ଜମିବାଡି ଓ ଘର ଜାଗାନେଇ ଥିବା ଦ୍ୱନ୍ଦର ସମାଧାନ ହେବ ।

ପ୍ରତିକାର- ଗୁରୁବାର ଦିନ ଖେଚୁଡୀ ଭୋଗ ଲଗାନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :