• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 1st Jan to 7th Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ ।

Capricorn

ମକର

Monday 01 Jan 2024

ଶତ୍ରୁମାନେ ମଥାନତ କରିବେ । ଆର୍ଥିକ ପରିସ୍ଥିତି ଭଲ ରହିବ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଭଲ ଆୟର ପଥ ପରିଷ୍କାର କରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । କାର୍ଯ୍ୟକ୍ଷେତ୍ର ଦୃଷ୍ଟିରୁ ସୁରକ୍ଷିତ ରହିବେ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ଶୁଭକାମ କରି ପ୍ରଶଂସିତ ହେବେ ।

ପ୍ରତିକାର- ଦକ୍ଷିଣକାଳିଙ୍କର ମନ୍ଦିର ଦର୍ଶନ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :