ଏହି ସପ୍ତାହରେ ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ । ଏହି ସପ୍ତାହଟି ଜୀବନ-ସାଥିଙ୍କ ସହ ଭଲରେ କଟିବ । ଏହି ସପ୍ତାହରେ ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଏହି ସପ୍ତାହରେ ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ
ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ,କାରଣ ଆପଣଙ୍କ ରୋଗ ଆହୁରି ଖରାପ ହୋଇ ପାରେ l ଆପଣଙ୍କୁ ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ l ଆପଣ ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ ଯାହା ଆପଣଙ୍କୁ ମାନସିକ ଯନ୍ତ୍ରଣା ମଧ୍ୟ ଦେଇ ପାରେ l ଆପଣଙ୍କ ଜୀବନ ସାଥୀ କୋଣସି ଉପହାର ଦେଇ ଆପଣଙ୍କୁ ଆଶ୍ଚରର୍ଯ୍ୟ କରି ଦେବେ
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮