ଏହି ସପ୍ତାହରେ ଆର୍ଥିକ ଅବସ୍ଥାରେ ନିହାତି ସୁଧାର ଆସିବ । ଏହି ସପ୍ତାହଟି ଜୀବନ-ସାଥିଙ୍କ ସହ ଭଲରେ କଟିବ । ଏହି ସପ୍ତାହରେ ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ଏହି ସପ୍ତାହରେ ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ
ସମୟର ମୂଲ୍ୟ ବିଝିବାକୁ ଚେଷ୍ଟା କରନ୍ତୁ l ଆପଣଙ୍କ ବ୍ୟସ୍ତ ଦୈନିକ କାମ-କାର୍ୟ୍ୟ କାରଣରୁ ଆପଣଙ୍କ ଜୀବନସାଥୀ ଆପଣଙ୍କୁ ସନ୍ଦେହ କରି ପାରନ୍ତି l କାର୍ଯ୍ୟଳୟରେ ନିଜର ଭୁଲକୁ ସ୍ୱୀକାର କରିବେ l ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବ ଓ ସୌଭାଗ୍ୟ ଆପଣଙ୍କ ବାଟରେ ଆସିବ l ନୂତନ ଆରମ୍ଭ ହୋଇ ଥିବା ଯୋଜନା ଆପଣଙ୍କ ଆଶା ଅନୁସାରେ ପରିଣାମ ଦେବ ନାହିଁ l ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇ ପାରେ - ଯାହାକି କାର୍ୟ୍ୟରେ ଆପଣଙ୍କର ଏକାଗ୍ରତା ଭଙ୍ଗ କରି ପାରେ
ପ୍ରତିକାର - ମାଆ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩