• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 21st August To 27th August 2023: ଏଇ ରାଶିର ବ୍ୟକ୍ତିମାନଙ୍କ ଲାଗିରହିବ ସ୍ୱାସ୍ଥ୍ୟ ସମସ୍ୟା

ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ । ସହକର୍ମୀମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।

Gemini

ମିଥୁନ

Monday 21 Aug 2023

ଆଗାମୀ ସମୟର ଅନାଗତ ସମସ୍ୟା ବିଷୟ ଚିନ୍ତାକରି ମନରେ ସରସତା ଆଗଭଳି ରହିବ ନାହିଁ । ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ । ସହକର୍ମୀମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଯାନବାହନ ଦୁର୍ଘଟଣା, ଜମିବଡି ବ୍ୟାପାରରେ ବୃଥା ବ୍ୟୟ, ଅଧ୍ୟୟନରେ ଆଗକୁ ବଢିପାରନ୍ତି । ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ ।

ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :