ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ । ସହକର୍ମୀମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।
ଶାରୀରିକ ଅସୁସ୍ଥତା ସାମାନ୍ୟ ଦେଖାଦେଇପାରେ । ଅନ୍ୟ ମାନଙ୍କର ବିଶ୍ୱାସଘାତକତା ମାନସିକ ସ୍ତରରେ ବହୁ କ୍ଷତି ଘଟାଇପାରେ । ମିଥ୍ୟା ପ୍ରଲୋଭନର ଶିକାର ହୋଇ ନିଜର ପ୍ରଭୂତ କ୍ଷତି ହୋଇପାରେ , ତେଣୁ ସାବଧାନ ରହିବା ଉଚିତ୍ । ଅନ୍ୟ ପାଇଁ ଖରାପ ଭାବିଲେ ନିଜେ ହିଁ ଅସୁବିଧାରେ ପଡିପାର, ତେଣୁ ଅନ୍ୟୟ ଅନୀତି, ମିଥ୍ୟା ଇତ୍ୟାଦି ଠାରୁ ଦୂରରେ ରହନ୍ତୁ । ଅଭାବ ଅସୁବିଧା କିଛି ମାତ୍ରାରେ କମ ରହିବାର ଦେଖାଦେବ । ଆପଣଙ୍କର ଆତ୍ମବିଶ୍ୱାସ ଉଚ୍ଚା ରହିବ।
ପ୍ରତିକାର- ଗୁରୁଜନ ମାନଙ୍କଠାରୁ ଆଶୀର୍ବାଦ ନେଇ କର୍ମ ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧