• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 21st August To 27th August 2023: ଏଇ ରାଶିର ବ୍ୟକ୍ତିମାନଙ୍କ ଲାଗିରହିବ ସ୍ୱାସ୍ଥ୍ୟ ସମସ୍ୟା

ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, କ୍ରୟବାଣିଜ୍ୟ, ବ୍ୟବସାୟରେ ସ୍ଥିତି ଅନୁକୂଳ ହୋଇପାରେ । ସହକର୍ମୀମାନଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।

Capricorn

ମକର

Monday 21 Aug 2023

ପରିବାର ବର୍ଗଙ୍କ ପାଇଁ ଆପଣ କେତେକ କ୍ଷେତ୍ରରେ ସଫଳତା ପାଇ ପାରନ୍ତି । ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ । ବହୁ ବ୍ୟୟ, ମାଲିମକଦ୍ଦମା ସହିତ ସାମାନ୍ୟ ସୁଫଳ ମିଳିପାରେ ।

ପ୍ରତିକାର- ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :