• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 22 Jan to 28 Jan 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ବ୍ୟବସାୟୀମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ୍ ଲାଭ ପାଇବେ । ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ଅନେକ ସମସ୍ୟାକୁ ସମାଧାନ କରି ସମ୍ମାନ ପାଇବେ ।

Capricorn

ମକର

Monday 22 Jan 2024

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସୁସ୍ଥ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ୍ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ ।

ପ୍ରତିକାର- ମା’ ଶାରଳାଙ୍କର ଆରଧନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :