• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୨ରୁ ଏପ୍ରିଲ ୨୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ନୂତନ ସ୍ଥାନ ବୁଲିଯିବାର ସମ୍ଭାବନା ରହିଛି । କଳା, ସାହିତ୍ୟ, ସଙ୍ଗୀତ ଓ କ୍ରୀଡା କ୍ଷେତ୍ରରୁ ସୁନାମ ଅର୍ଜନ କରିବେ । ଏହି ସପ୍ତାହରେ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

Aries

ମେଷ

Tuesday 23 Apr 2024

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇବେ । କର୍ମକ୍ଷେତ୍ରରେ ଶତ୍ରୁମାନେ ବିପଦରେ ପକେଇବା ପାଇଁ ଚେଷ୍ଟା କରିବେ । ସ୍ୱାସ୍ଥ୍ୟ  ପାଇଁ ଅଧିକରୁ ଅଧିକ ସତର୍କ ରହିବା ଆବଶ୍ୟକ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିପାରନ୍ତି । ଆନୁଷ୍ଠାନିକ କାମରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ବନ୍ଧୁଙ୍କ ଅନୁରୋଧ ନୂତନ ସ୍ଥାନ ବୁଲିଯିବାର ସମ୍ଭାବନା ରହିଛି ।

ପ୍ରତିକାର-ମହାମୃତ୍ୟୁଞୟ ମନ୍ତ୍ର  ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :