• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୨ରୁ ଏପ୍ରିଲ ୨୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ନୂତନ ସ୍ଥାନ ବୁଲିଯିବାର ସମ୍ଭାବନା ରହିଛି । କଳା, ସାହିତ୍ୟ, ସଙ୍ଗୀତ ଓ କ୍ରୀଡା କ୍ଷେତ୍ରରୁ ସୁନାମ ଅର୍ଜନ କରିବେ । ଏହି ସପ୍ତାହରେ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

Taurus

ବୃଷ

Tuesday 23 Apr 2024

ପାରିବାରିକ ସମସ୍ୟାକୁ ସୁଦାରି ନେଇ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବ ଏବଂ ତ୍ୟାଗପୂତ ମନୋଭାବରୁ ସାମାଜିକ ସ୍ତରରେ ପ୍ରତିଷ୍ଠିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ତଳମୁହାଁ ହେବେ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଭଲ । ଯାହା ଚିନ୍ତା କରିବେ ତଦନୁସାରେ କୌଣସି କାମରେ ଅଟକିବେ ନାହିଁ । ସଭାସମିତି, ଆଲୋଚନା କ୍ଷେତ୍ରରେ ସମ୍ମାନ ଲାଭ କରିବେ ।

ପ୍ରତିକାର- ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :