• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ଏପ୍ରିଲ ୨୨ରୁ ଏପ୍ରିଲ ୨୮ ୨୦୨୪; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ...

ଏହି ସପ୍ତାହରେ ନୂତନ ସ୍ଥାନ ବୁଲିଯିବାର ସମ୍ଭାବନା ରହିଛି । କଳା, ସାହିତ୍ୟ, ସଙ୍ଗୀତ ଓ କ୍ରୀଡା କ୍ଷେତ୍ରରୁ ସୁନାମ ଅର୍ଜନ କରିବେ । ଏହି ସପ୍ତାହରେ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ ।

Virgo

କନ୍ୟା

Tuesday 23 Apr 2024

ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପେଯାଗ କରିବେ । ନିକଟ ଅତୀତରେ କମ ହାସଲପାଇଁ ବନ୍ଧୁଙ୍କ ନିକଟରୁ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ । ଆନୁଷ୍ଠାନିକ କାମ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଅଫିସ୍ କାମ ପାଇଁ ଦୂର ଯାତ୍ରା କରିପାରନ୍ତି ।

ପ୍ରତିକାର- ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :