• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୨ ମେ ରୁ ୨୮ ମେ ୨୦୨୩: ଏହି ସପ୍ତାହରେ ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ୍ ହେବେ

ଏହି ସପ୍ତାହରେ ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ଏହି ସପ୍ତାହରେ ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ । ଏହି ସପ୍ତାହରେ ଯାନବାହନ, ବାସଗୃହ କ୍ରୟ କରିବାର ସୁବିଧା ପାଇବେ ।

Aries

ମେଷ

Monday 22 May 2023

ବ୍ୟବସାୟ, ଶିଳ୍ପ ପ୍ରତିଷ୍ଠାରେ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବେ । ପୈତୃକ ସମ୍ପତିକି ନେଇ ଲାଗିଥିବା ବିବାଦର ସମାଧାନ ହୋଇଯିବ ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :