• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Taurus

ବୃଷ

Monday 23 Oct 2023

ଘରୋଇ ସମସ୍ୟାର ସମାଧାନ ହୋଇ ସାଧାରଣ ଦିନଚର୍ଯ୍ୟାରେ ଅତୁଟ ରହିବ । ଭୋଗ ବିଳାସ ଓ ଆନନ୍ଦ ରେ ସମୟ ଅତିବାହିତ କରିବେ । ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦୂରଯାତ୍ରାରେ ଆଶା ମୁତାବକ ଫଳ ପାଇବେ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । କଳା, କ୍ରୀଡା, ଚଳଚ୍ଚିତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ । ଘରଭଡାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ ।

ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :