• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Aquarius

କୁମ୍ଭ

Monday 23 Oct 2023

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବା ଫଳରେ ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତ୍ରୁମାନଙ୍କୁ ମୁକାବିଲା କରିପରିବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପୈତୃକ ସମ୍ପତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶାଜନକ ଖବର ପାଇ ସାମୟିକ ଖୁସି ହୋଇଯିବେ ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :