• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Pisces

ମୀନ

Monday 23 Oct 2023

ପରିବାରରେ ଆର୍ଥିକ ପରିସ୍ଥିତି ଉତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କୌଣସି ପ୍ରିୟ ଜିନିଷକୁ ହରେଇ ବସିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପୂର୍ବରୁ ଲାଗିଥିବା ଅଫିସର ଟେନସନ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ସାମାଜିକ ସ୍ତରରେ ଖ୍ୟାତି ହେବ । ମନୋବଳ ଖୁବ୍ ଟାଣ ରହିବ ଏବଂ ଜିଦ୍ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିବେ। ଅବହେଳିତ କାର‌୍ୟ୍ୟ ସକାଶେ ଅନୁତାପ କରିବେ। ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି। ଆଜିର ଦୂରଯାତ୍ରା ସଫଳ ହେବ। ଆଶା ପୂରଣ ହେବ। ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଅସ୍ଥିରତା ହିଁ ମାନସିକ ଅଶାନ୍ତିର କାରଣ ହେବ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :