• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Cancer

କର୍କଟ

Monday 23 Oct 2023

ସ୍ୱାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ଅଚାନକ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । କର୍ମ କ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପତ୍ୟେକ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ବନ୍ଧୁମାନଙ୍କ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ହୋଇପାରେ । ଅଫିସ କାମରେ କେତେକ ଘଟଣାର ବିବରଣୀ ସମୂହ ଜାଣିଶୁଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହେବେ । ରାଜନୀତି କ୍ଷେତ୍ରରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ ।

ପ୍ରତିକାର-“ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :