• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Leo

ସିଂହ

Monday 23 Oct 2023

କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କର୍ମ କ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ହେବେ । ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ବ୍ୟବସାୟରେ ଉନ୍ନତି ଘଟିବା ସାଙ୍ଗକୁ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ପାରିବାରିକ ଜୀବନରେ ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ଶାନ୍ତି ଅନୁଭବ କରିବା ସହ ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।

ପ୍ରତିକାର- “ଓଁ ହ୍ଲୀଂ ହ୍ଲୀଂ ସ୍ୱର୍ଯ୍ୟାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :