• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Virgo

କନ୍ୟା

Monday 23 Oct 2023

ପାରିବାରିକ ଅଶାନ୍ତି ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ । ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ । ସତର୍କ ରହିବା ଦ୍ୱାରା ଲାଭବାନ ହେବେ । ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ । କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ । ନିଜର ଯୁକ୍ତିଦ୍ୱାରା କାର୍ଯ୍ୟରେ ସଫଳ ହେବେ । ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚଯିବେ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡିପାରନ୍ତି । ମିତ୍ରମାନଙ୍କ ଦ୍ୱାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତି କୁ ଆୟତ କରିପାରିବେ ।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :