• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Libra

ତୁଳା

Monday 23 Oct 2023

ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ୱାରା ହୋଇପାରୁ ନଥିବା କାମକୁ କରିପାରିବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟି କରିପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଉପରିସ୍ଥଙ୍କ ଆଦେଶାନୁସାରେ କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡିପାରେ । ଉପରିସ୍ଥ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ । ଶତ୍ରୁତା ଯୋଗୁ ବିଚଳିତ ବୋଧ କରିବେ ଓ କାର୍ଯ୍ୟ ଗୁଡିକ ମଧ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହେବ ।

ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :