• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Scorpio

ବିଛା

Monday 23 Oct 2023

ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟିଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ କରିବାକୁ ପଡିବ । ସହକର୍ମୀ ମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ କାର୍ଯ୍ୟ ହାତକୁ ନେବେ । ଦୂର ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ରୁକ୍ଷ ବ୍ୟବହାରେ ବନ୍ଧୁ ଅତିଷ୍ଠ ହେବେ । ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ ।

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :