• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Sagittarius

ଧନୁ

Monday 23 Oct 2023

ଦୈହିକ ଅସୁସ୍ଥତା ମାନସିକ ଅଶାନ୍ତିର କାରଣ ହୋଇପାରେ । ଯେତେ ପ୍ରକାର ଉପାୟ ଅବଲମ୍ବନ କଲେ ମଧ୍ୟ ଲୋକସମ୍ପର୍କ ବୃଦ୍ଧି ପାଇବା କଷ୍ଟକର ହେବ । କର୍ମ କ୍ଷେତ୍ରରେ ସାମଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଶତ୍ରୁତା ଯୋଗୁ ବିଚଳିତ ବୋଧ କରିବେ ଓ କାର୍ଯ୍ୟ ଗୁଡିକ ମଧ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହେବ । ଯେତେ ଭଲ କାମ କଲେ ମଧ୍ୟ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହେବେ । ନୂଆ କାମ କିଛି ଆରମ୍ଭ କରିଲେ ବିପଦରେ ପଡିପାରନ୍ତି ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :