• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Capricorn

ମକର

Monday 23 Oct 2023

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁସ୍ଥପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ । କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ । କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :