• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୪ ଏପ୍ରିଲରୁ ୩୦ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ଏହି ସପ୍ତାହରେ ରାଜନୀତିରେ ସଫଳତା ପାଇ ପାରନ୍ତି । ଏହି ସପ୍ତାହରେ ଚାକିରୀ ପାଇଁ ନୂଆ ଖବର ଆସିପାରେ । ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।

Gemini

ମିଥୁନ

Monday 24 Apr 2023

ଆପଣଙ୍କର ଅନ୍ତର ଆତ୍ମା ପ୍ରଖର ରହିବ । ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । ଛାତ୍ର ଛାତ୍ରୀ ମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଯାତ୍ରା ସମୟରେ କୈଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି । ଆର୍ଥିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :