ଏହି ସପ୍ତାହରେ ରାଜନୀତିରେ ସଫଳତା ପାଇ ପାରନ୍ତି । ଏହି ସପ୍ତାହରେ ଚାକିରୀ ପାଇଁ ନୂଆ ଖବର ଆସିପାରେ । ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।
ପଡୋଶିଙ୍କ ସହ ଚତୁରତାର ସହ କଥା କହି କାର୍ଯ୍ୟ ହାସଲ କରିବେ । ମନବଳ ଯୋଗୁ ବହୁ ବିପଦରୁ ରକ୍ଷା ପାଇବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ନିଜର ଜିନିଷ ଅନ୍ୟକୁ ଦେଇ ଅପମାନିତ ହେବେ । ପରିବାରର ପରିସ୍ଥିତିକୁ ନେଇ ମନ ଭାରାକ୍ରାନ୍ତ ରହିବ । ଅପେକ୍ଷା କରିଥିବା ଖବରଟି ନପାଇ ବ୍ୟସ୍ତ ହୋଇପଡିବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬