• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୪ ଏପ୍ରିଲରୁ ୩୦ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ଏହି ସପ୍ତାହରେ ରାଜନୀତିରେ ସଫଳତା ପାଇ ପାରନ୍ତି । ଏହି ସପ୍ତାହରେ ଚାକିରୀ ପାଇଁ ନୂଆ ଖବର ଆସିପାରେ । ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।

Scorpio

ବିଛା

Monday 24 Apr 2023

ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନା କରିବେ । ଶାରୀରିକ ପିଡା ଭୋଗ କରି ପାରନ୍ତି । ପରିଶ୍ରମରେ ବିଫଳତା, ଭୟ ଓ ଆଶଙ୍କା ଦେଖା ଦେବ । ଚାକିରୀ କ୍ଷେତ୍ରରେ ଶତୃବୃଦ୍ଧି ଦେଖା ଦେଇପାରେ । ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ

ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :