• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ସାପ୍ତାହିକ ରାଶିଫଳ: ୨୪ ଏପ୍ରିଲରୁ ୩୦ ଏପ୍ରିଲ ୨୦୨୩: ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ

ଏହି ସପ୍ତାହରେ ରାଜନୀତିରେ ସଫଳତା ପାଇ ପାରନ୍ତି । ଏହି ସପ୍ତାହରେ ଚାକିରୀ ପାଇଁ ନୂଆ ଖବର ଆସିପାରେ । ଏହି ସପ୍ତାହରେ ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।

Sagittarius

ଧନୁ

Monday 24 Apr 2023

ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ । ବିଦ୍ୟାର୍ଥି ମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ନୂଆ ସ୍ରୋତରୁ ଧନ ଲାଭ ହୋଇପାରେ । ସୁଖଦ ସମ୍ବାଦ ମିଳିବାର ସମ୍ଭାବନା ଆସିପାରେ

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :